ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୯
ବରଗଡ ଜିଲ୍ଲାରୁ- ୪
ବଲାଙ୍ଗୀରି ଜିଲ୍ଲାରୁ- ୯
କଟକ ଜିଲ୍ଲାରୁ- ୧୦
ଦେବଗଡ ଜିଲ୍ଲାରୁ- ୪
ଢେଙ୍କାନାଳ ଜିଲ୍ଲାରୁ- ୧
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୫
ଯାଜପୁର ଜିଲ୍ଲାରୁ- ୫
ଝାରସୁଗୁଡା ଜିଲ୍ଲାରୁ- ୧
କଳାହାଣ୍ଡି ଜିଲ୍ଲାରୁ- ୧୯
କନ୍ଧମାଳ ଜିଲ୍ଲାରୁ- ୨
କେନ୍ଦ୍ରପଡା ଜିଲ୍ଲାରୁ- ୫
ଖୋର୍ଦ୍ଧା ଜିଲ୍ଲାରୁ- ୪୫
ମୟୂରଭଞ୍ଜ ଜିଲ୍ଲାରୁ- ୬
ନବରଙ୍ଗପୁର ଜିଲ୍ଲାରୁ- ୫
ନୟାଗଡ ଜିଲ୍ଲାରୁ- ୧୨
ନୂଆପଡା ଜିଲ୍ଲାରୁ- ୨୯
ପୁରୀ ଜିଲ୍ଲାରୁ- ୭
ରାୟଗଡା ଜିଲ୍ଲାରୁ- ୪
ସମ୍ବଲପୁର ଜିଲ୍ଲାରୁ- ୧୯
ସୋନପୁର ଜିଲ୍ଲାରୁ- ୬
ସୁନ୍ଦରଗଡ ଜିଲ୍ଲାରୁ- ୪୧
ଷ୍ଟେଟ ପୁଲରୁ- ୯
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୮୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୯୪୧ ଏବଂ ବର୍ତ୍ତମାନ ୧୬୭୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।