ରାଜ୍ୟରେ ବୁଣି ବଢିଲା ସଂକ୍ରମଣ: କିନ୍ତୁ ତଳ ମୁହାଁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

Published: Sep 14, 2022, 10:06 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୯

ବରଗଡ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୯

କଟକ ଜିଲ୍ଲାରୁ- ୧୦

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧୯

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୪୫

ମୟୂରଭଞ୍ଜ ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୨୯

ପୁରୀ ଜିଲ୍ଲାରୁ- ୭

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୋନପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୪୧

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୮୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୯୪୧ ଏବଂ ବର୍ତ୍ତମାନ ୧୬୭୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts