Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିସିସିଆଇକୁ ବଡ ଆଶ୍ଵସ୍ତି: ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପଦରେ ରହିବେ ଗାଙ୍ଗୁଲି ଏବଂ ଜୟ ଶାହା
ଆଜିର ଖବର

ବିସିସିଆଇକୁ ବଡ ଆଶ୍ଵସ୍ତି: ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପଦରେ ରହିବେ ଗାଙ୍ଗୁଲି ଏବଂ ଜୟ ଶାହା

September 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କଠାରୁ ବିସିସିଆଇକୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ସୁପ୍ରିମକୋର୍ଟଙ୍କ ଆଶ୍ଵସ୍ତି ପରେ ବର୍ତ୍ତମାନ ସୌରଭ ଗାଙ୍ଗୁଲି ଆସନ୍ତା ତିନି ବର୍ଷ ପାଇଁ ବିସିସିଆଇର ସଭାପତି ରହିପାରିବେ। ଏହା ବ୍ୟତୀତ ଜୟ ଶାହା ମଧ୍ୟ ଆସନ୍ତା ତିନି ବର୍ଷ ପାଇଁ ବିସିସିଆଇ ସଚିବ ରହିବାକୁ ଯାଉଛନ୍ତି। ପ୍ରକୃତରେ, ସୁପ୍ରିମକୋର୍ଟ ବିସିସିଆଇକୁ ବୋର୍ଡର ସମ୍ବିଧାନରେ ସଂଶୋଧନ କରିବାକୁ ଅନୁମତି ଦେଇଛନ୍ତି।

ଜୟ ଶାହା ବିସିସିଆଇ ସୁପ୍ରିମକୋର୍ଟ ସୌରଭ ଗାଙ୍ଗୁଲି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026
Latest News

ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ

September 10, 2026

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.