Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ

September 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ ହିନ୍ଦୀ ଦିବସ ପାଳନ କରାଯିବ ସହିତ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ କରାଯାଇଅଛି। ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ରେଳପଥର ମୁଖ୍ୟ ରାଜଭାଷା ଅଧିକାରୀ ରବି ଶଙ୍କର ମିତ୍ର ଏବଂ ପ୍ରମୁଖ ଅଧିକାରୀ ମାନଙ୍କ ଉପସ୍ଥିତିରେ ଏହି ପକ୍ଷ୍ୟକୁ ଉଦ୍ଘାଟନ କରିଛନ୍ତି।

ଏହି ଅବସରରେ ମହାପ୍ରବନ୍ଧକ ରେଳପଥର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ହିନ୍ଦୀ ଦିବସର ଶପଥ ପାଠ କରାଇବା ସହିତ ମାନ୍ୟବର ରେଳମନ୍ତ୍ରୀଙ୍କ ବାର୍ତ୍ତା କୁ ଦୋହରାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ରାଜଭାଷା ଅଧିକାରୀ ତାଙ୍କ ସମ୍ବୋଧନରେ ହିନ୍ଦୀ ଦିବସର ଇତିହାସ ଉପରେ ଆଲୋକପାତ କରିଥିଲେ ଏବଂ ହିନ୍ଦୀର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ। ମହାପ୍ରବନ୍ଧକ ଶ୍ରୀ ଶ୍ରୀବାସ୍ତବ ତାଙ୍କ ବକ୍ତବ୍ୟ ରେ ରେଳ କର୍ମଚାରୀ ମାନଙ୍କୁ ଅଧିକରୁ ଅଧିକ ରାଜଭାଷା ମାଧ୍ୟମରେ ଅଫିସ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।

ବିଭିନ୍ନ ଆଞ୍ଚଳିକ ପ୍ରତିଯୋଗିତା ଏବଂ ରାଜଭାଷା ସହ ଜଡିତ ଅନ୍ୟ ପ୍ରତିଯୋଗିତାରେ ଭାଗନେଇଥିବା କୃତି ପ୍ରତିଯୋଗୀ ମାନଙ୍କୁ ଏହି ଅବସରରେ ମହାପ୍ରବନ୍ଧକଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ରେଳପଥର ରାଜଭାଷା ଅଧିକାରୀ ୟାଲିନା ପଣ୍ଡା ପରିଚାଳନା କରିଥିଲେ।

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ମାମଲା: ସରକାରଙ୍କ ଆଦେଶ ବିରୁଦ୍ଧରେ କୋର୍ଟ ପହଞ୍ଚିଲା କମ୍ପାନୀ

June 17, 2026

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026

ହସ୍ତଚାଳିତ ପ୍ରକ୍ରିୟାରେ ଭତ୍ତା ବାଣ୍ଟିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 17, 2026

ଜୁଲାଇ ୧୦ରୁ ସାମୁହିକ ଛୁଟି: ଚେତାବନୀ ଦେଲେ ଯୋଗାଣ ସହାୟକ କର୍ମଚାରୀ

June 17, 2026
Latest News

ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ମାମଲା: ସରକାରଙ୍କ ଆଦେଶ ବିରୁଦ୍ଧରେ କୋର୍ଟ ପହଞ୍ଚିଲା କମ୍ପାନୀ

June 17, 2026

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026

ହସ୍ତଚାଳିତ ପ୍ରକ୍ରିୟାରେ ଭତ୍ତା ବାଣ୍ଟିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 17, 2026

ଜୁଲାଇ ୧୦ରୁ ସାମୁହିକ ଛୁଟି: ଚେତାବନୀ ଦେଲେ ଯୋଗାଣ ସହାୟକ କର୍ମଚାରୀ

June 17, 2026

ଆନ୍ତଃଜିଲ୍ଲା ବାଇକ ଚୋର ଗ୍ୟାଙ୍ଗ ଠାବ; ୭ ଗିରଫ, ୯ ଚୋରି ବାଇକ ଜବତ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.