ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୮୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୬୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୨
ବାଲେଶ୍ଵର ଜିଲ୍ଲାରୁ- ୫
ବରଗଡ ଜିଲ୍ଲାରୁ- ୫
ଭଦ୍ରକ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧୨
ବୌଦ୍ଧ ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୬୬
ଦେବଗଡ ଜିଲ୍ଲାରୁ- ୨
ଗଞ୍ଜାମ ଜିଲ୍ଲାରୁ- ୫
ଜଗତସିଂହପୁର ଜିଲ୍ଲାରୁ- ୪
ଯାଜପୁର ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୧୪
କନ୍ଧମାଳ ଜିଲ୍ଲାରୁ- ୩
କେନ୍ଦ୍ରପଡା ଜିଲ୍ଲାରୁ- ୨
କେନ୍ଦୁଝର ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୫୧
କୋରାପୁଟ ଜିଲ୍ଲାରୁ- ୫
ମୟୂରଭଞ୍ଜ ଜିଲ୍ଲାରୁ- ୫
ନବରଙ୍ଗପୁର ଜିଲ୍ଲାରୁ- ୯
ନୟାଗଡ ଜିଲ୍ଲାରୁ- ୫
ନୂଆପଡା ଜିଲ୍ଲାରୁ- ୪
ପୁରୀ ଜିଲ୍ଲାରୁ- ୩
ରାୟଗଡା ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୧୮
ସୋନପୁର ଜିଲ୍ଲାରୁ- ୮
ସୁନ୍ଦରଗଡ ଜିଲ୍ଲାରୁ- ୩୯
ଷ୍ଟେଟ ପୁଲରୁ- ୧୧
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୧୩୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୦ ହଜାର ୨୧୬ ଏବଂ ବର୍ତ୍ତମାନ ୧୬୮୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।