Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ପର୍ଯ୍ୟାୟ ନିର୍ବାଚନ : ଅପରାହ୍ଣ ୧୨ଟା ସୁଦ୍ଧା ୨୯.୫୬ ପ୍ରତିଶତ ମତଦାନ
ଆଜିର ଖବର

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ : ଅପରାହ୍ଣ ୧୨ଟା ସୁଦ୍ଧା ୨୯.୫୬ ପ୍ରତିଶତ ମତଦାନ

May 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲୋକସଭାର ଅନ୍ତିମ ପର୍ଯ୍ୟାୟ ନିର୍ବାଚନର ଅପରାହ୍ନ୧୨ଟା ସୁଦ୍ଧା ୨୯.୫୬ ପ୍ରତିଶତ ମତଦାନ ହୋଇଛି । ଦେଶର ୭ଟି ଲୋକସଭା ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୯ ଆସନରେ ନିର୍ବାଚନ ଅନୁଷ୍ଠିତ ହେଉଛି । ଅପରାହ୍ନ ୧୨ଟା ସୁଦ୍ଧା ସୁଦ୍ଧା ଝାରଖଣ୍ଡରେ ୩୦.୬୦ ପ୍ରତିଶତ, ବିହାରରେ ୧୮.୯୦ ପ୍ରତିଶତ, ମଧ୍ୟ ପ୍ରଦେଶରେ ୨୯.୪୮ ପ୍ରତିଶତ, ଉତ୍ତର ପ୍ରଦେଶରେ ୨୩.୧୬ ପ୍ରତିଶତ, ଚଣ୍ଡୀଗଡରେ ୨୨.୩୦ ପ୍ରତିଶତ, ପଶ୍ଚିମବଙ୍ଗରେ ୩୨.୧୫ ପ୍ରତିଶତ , ପଞ୍ଜାବରେ ୨୩.୪୫ ପ୍ରତିଶତ ଏବଂ ହିମାଚଳରେ ୨୬.୯୨ ପ୍ରତିଶତ ଭୋଟ ଗ୍ରହଣ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026

ବାଂଲାଦେଶର ଐତିହାସିକ ବିଜୟ: ଅଷ୍ଟ୍ରେଲିଆ ୯ ୱିକେଟ୍‌ରେ ପରାସ୍ତ

August 16, 2026

ଅଜୟ ଦେବଗନ ଏବଂ ଶାହରୁଖ ଖାନଙ୍କୁ ନୋଟିସ ଜାରି: ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ

August 16, 2026
Latest News

“ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ”: ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026

ଦିଲ୍ଲୀ ପଦଯାତ୍ରା ଘୋଷଣା କଲେ କୃଷକ ସଂଗଠନ: ବିଳମ୍ବିତ ରାତିରେ ସିଲ୍ ହେଲା ସୀମା

August 16, 2026

ଚାକିରୀରୁ ବିଦାୟ ନେବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଡିଜିପି ୱାଇ ବି ଖୁରାନିଆ

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.