ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୧୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୩
ବଲାଙ୍ଗୀରି ଜିଲ୍ଲାରୁ- ୧୦
ବୌଦ୍ଧ ଜିଲ୍ଲାରୁ- ୩
କଟକ ଜିଲ୍ଲାରୁ- ୨୮
ଦେବଗଡ ଜିଲ୍ଲାରୁ- ୨
ଢେଙ୍କାନାଳ ଜିଲ୍ଲାରୁ- ୬
ଗଜପତି ଜିଲ୍ଲାରୁ- ୨
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୬
ଯାଜପୁର ଜିଲ୍ଲାରୁ- ୩
କଳାହାଣ୍ଡି ଜିଲ୍ଲାରୁ- ୧୧
କନ୍ଧମାଳ ଜିଲ୍ଲାରୁ- ୨
କେନ୍ଦ୍ରପଡା ଜିଲ୍ଲାରୁ- ୭
କେନ୍ଦୁଝର ଜିଲ୍ଲାରୁ- ୩
ଖୋର୍ଦ୍ଧା ଜିଲ୍ଲାରୁ- ୫୬
କୋରାପୁଟ ଜିଲ୍ଲାରୁ- ୨
ମୟୂରଭଞ୍ଜ ଜିଲ୍ଲାରୁ- ୩
ନୟାଗଡ ଜିଲ୍ଲାରୁ- ୫
ନୂଆପଡା ଜିଲ୍ଲାରୁ- ୮
ପୁରୀ ଜିଲ୍ଲାରୁ- ୩
ରାୟଗଡା ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୯
ସୋନପୁର ଜିଲ୍ଲାରୁ- ୬
ସୁନ୍ଦରଗଡ ଜିଲ୍ଲାରୁ- ୨୨
ଷ୍ଟେଟ ପୁଲରୁ- ୯
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୩୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୦ ହଜାର ୪୫୦ ଏବଂ ବର୍ତ୍ତମାନ ୧୬୬୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।