ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୦୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୨୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧୧
ବରଗଡ ଜିଲ୍ଲାରୁ- ୫
ବଲାଙ୍ଗୀରି ଜିଲ୍ଲାରୁ- ୬
କଟକ ଜିଲ୍ଲାରୁ- ୧୫
ଦେବଗଡ ଜିଲ୍ଲାରୁ- ୪
ଗଜପତି ଜିଲ୍ଲାରୁ- ୨
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୪
ଯାଜପୁର ଜିଲ୍ଲାରୁ- ୧
ଝାରସୁଗୁଡା ଜିଲ୍ଲାରୁ- ୧
କଳାହାଣ୍ଡି ଜିଲ୍ଲାରୁ- ୮
କନ୍ଧମାଳ ଜିଲ୍ଲାରୁ- ୧
କେନ୍ଦ୍ରପଡା ଜିଲ୍ଲାରୁ- ୬
କେନ୍ଦୁଝର ଜିଲ୍ଲାରୁ- ୧
ଖୋର୍ଦ୍ଧା ଜିଲ୍ଲାରୁ- ୫୭
ମୟୂରଭଞ୍ଜ ଜିଲ୍ଲାରୁ- ୫
ନବରଙ୍ଗପୁର ଜିଲ୍ଲାରୁ- ୮
ନୟାଗଡ ଜିଲ୍ଲାରୁ- ୫
ନୂଆପଡା ଜିଲ୍ଲାରୁ- ୨
ପୁରୀ ଜିଲ୍ଲାରୁ- ୧୧
ରାୟଗଡା ଜିଲ୍ଲାରୁ- ୬
ସମ୍ବଲପୁର ଜିଲ୍ଲାରୁ- ୭
ସୋନପୁର ଜିଲ୍ଲାରୁ- ୩
ସୁନ୍ଦରଗଡ ଜିଲ୍ଲାରୁ- ୨୪
ଷ୍ଟେଟ ପୁଲରୁ- ୧୨
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୭୯୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୦ ହଜାର ୯୪୫ ଏବଂ ବର୍ତ୍ତମାନ ୧୬୦୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।