Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କର ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା
ଆଜିର ଖବର

ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କର ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

September 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କର ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

ଭୁବନେଶ୍ୱର : ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁଚରଣ ସେଠୀଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି । ଦୀର୍ଘଦିନ ଧରି ସେ କିଡ଼ନୀ ରୋଗରେ ଆକ୍ରାନ୍ତ ଭୁବନେଶ୍ବରର ଏମସରେ ଚିକିତ୍ସିତ ହେଉଥିଲେ। କିଛିଦିନ ତଳେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ମାତ୍ର ୬୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି।

ବିଷ୍ଣୁ ବର୍ତ୍ତମାନ ଧାମନଗର ଆସନର ବିଧାୟକ ଅଛନ୍ତି। ସେ ୨୦୦୦ ମସିହାରେ ଚାନ୍ଦବାଲିରୁ ଏବଂ ୨୦୧୯ରେ ଧାମନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୧୯୬୧ ମସିହା ଜୁନ ୫ରେ ସେ ଜନ୍ମଗ୍ରହଣ କରିଥିବା ବିଷ୍ଣୁ ବେଶ ଲୋକପ୍ରିୟ ନେତା ଭାବେ ପରିଚିତ ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଧାମନଗର ବିଧାୟକ ବିଜେପି ବିଧାୟକ ବିଷ୍ଣୁ ସେଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.