ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୨୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୭୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧
ବରଗଡ ଜିଲ୍ଲାରୁ- ୬
ଭଦରକା ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୨
କଟକ ଜିଲ୍ଲାରୁ- ୬
ଦେବଗଡ ଜିଲ୍ଲାରୁ- ୩
ଗଜପତି ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୧
ଯାଜପୁର ଜିଲ୍ଲାରୁ- ୧
ଝାରସୁଗୁଡା ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୩
କନ୍ଧମାଳ ଜିଲ୍ଲାରୁ- ୨
କେନ୍ଦ୍ରପଡା ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୨୩
ମୟୂରଭଞ୍ଜ ଜିଲ୍ଲାରୁ- ୨
ନବରଙ୍ଗପୁର ଜିଲ୍ଲାରୁ- ୪
ନୟାଗଡ ଜିଲ୍ଲାରୁ- ୭
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୯
ରାୟଗଡା ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୧୯
ସୋନପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୧୪
ଷ୍ଟେଟ ପୁଲରୁ- ୬
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୯୧୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୧୨୬ ଏବଂ ବର୍ତ୍ତମାନ ୧୫୫୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।