ଆଜି କରୋନା ମାମଲାରେ ବଡ ହ୍ରାସ, ୧୬୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

Published: Sep 19, 2022, 10:02 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୨୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୭୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୬

ଭଦରକା ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୬

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୧

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୩

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୨୩

ମୟୂରଭଞ୍ଜ ଜିଲ୍ଲାରୁ- ୨

ନବରଙ୍ଗପୁର ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୯

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୯

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୧୪

ଷ୍ଟେଟ ପୁଲରୁ- ୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୯୧୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୧୨୬ ଏବଂ ବର୍ତ୍ତମାନ ୧୫୫୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts