Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଷ୍ଣୁ ସେଠୀଙ୍କ ପରଲୋକରେ ବିଜେଡିର ସାଙ୍ଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ଦାସଙ୍କ ଶୋକ
ଆଜିର ଖବର

ବିଷ୍ଣୁ ସେଠୀଙ୍କ ପରଲୋକରେ ବିଜେଡିର ସାଙ୍ଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ଦାସଙ୍କ ଶୋକ

September 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଷ୍ଣୁ ସେଠୀଙ୍କ ପରଲୋକରେ ବିଜେଡିର ସାଙ୍ଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ଦାସଙ୍କ ଶୋକ

ଭୁବନେଶ୍ବର: ଆଜି ବିରୋଧୀ ଦଳର ଉପନେତା ତଥା ବିଜେପିର ବରିଷ୍ଠ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପରଲୋକ ଘଟିଛି। ସେ ମାତ୍ର ୬୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟପାଳ, ବିଧାନସଭା ବାଚସ୍ପତି, ମୁଖ୍ୟମନ୍ତ୍ରୀ ସମେତ ସମସ୍ତେ ଶୋକ ବ୍ୟକ୍ତ କରିଛନ୍ତି।

ସେହିପରି ବିଜେଡି ସାଂଗଠନକ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ମଧ୍ୟ ଶୋକ କରିଛନ୍ତି। ଏକ ଟୁଇଟ କରି ସେ କହିଛନ୍ତି ଯେ, ” ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ମର୍ମାହତ। ଜଣେ ଦକ୍ଷ ଓ ଲୋକପ୍ରିୟ ବିଧାୟକଭାବେ ଲୋକଙ୍କ କଲ୍ୟାଣ ପାଇଁ ସେ କରିଥିବା କାର୍ଯ୍ୟ ସବୁବେଳେ ମନେରହିବ। ଏଭଳି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।”

ପ୍ରଣବ ପ୍ରକାଶ ଦାସ ବିଧାୟକ ପ୍ରଣବ ପ୍ରକାଶ ଦାସ ବିଷ୍ଣୁ ଚରଣ ସେଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026
Latest News

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.