ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୬୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧
ବରଗଡ ଜିଲ୍ଲାରୁ- ୩
ଭଦ୍ରକ ଜିଲ୍ଲାରୁ- ୩
କଟକ ଜିଲ୍ଲାରୁ- ୩୩
ଦେବଗଡ ଜିଲ୍ଲାରୁ- ୨
ଢେଙ୍କାନାଳ ଜିଲ୍ଲାରୁ- ୧
ଗଞ୍ଜାମ ଜିଲ୍ଲାରୁ- ୩
ଜଗତସିଂହପୁର ଜିଲ୍ଲାରୁ- ୩
ଯାଜପୁର ଜିଲ୍ଲାରୁ- ୫
କଳାହାଣ୍ଡି ଜିଲ୍ଲାରୁ- ୪
କନ୍ଧମାଳ ଜିଲ୍ଲାରୁ- ୧୦
କେନ୍ଦ୍ରପଡା ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୪୧
କୋରାପୁଟ ଜିଲ୍ଲାରୁ- ୨
ମୟୂରଭଞ୍ଜ ଜିଲ୍ଲାରୁ- ୩
ନବରଙ୍ଗପୁର ଜିଲ୍ଲାରୁ- ୩
ନୟାଗଡ ଜିଲ୍ଲାରୁ- ୫
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୪
ସୋନପୁର ଜିଲ୍ଲାରୁ- ୪
ସୁନ୍ଦରଗଡ ଜିଲ୍ଲାରୁ- ୨୧
ଷ୍ଟେଟ ପୁଲରୁ- ୯
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୮୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୩୪୪ ଏବଂ ବର୍ତ୍ତମାନ ୧୪୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।