ଆଜି କରୋନା ମାମଲାରେ ସାମାନ୍ୟ ବୃଦ୍ଧି, କିନ୍ତୁ ୧୫୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

Published: Sep 20, 2022, 11:19 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୬୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୩୩

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୫

କଳାହାଣ୍ଡି ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୧୦

କେନ୍ଦ୍ରପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୪୧

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୩

ନବରଙ୍ଗପୁର ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୨୧

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୮୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୩୪୪ ଏବଂ ବର୍ତ୍ତମାନ ୧୪୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Related posts