ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୯୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୭
ବରଗଡ ଜିଲ୍ଲାରୁ- ୮
ଭଦ୍ରକ ଜିଲ୍ଲାରୁ- ୨
ବଲାଙ୍ଗୀରି ଜିଲ୍ଲାରୁ- ୫
କଟକ ଜିଲ୍ଲାରୁ- ୧୬
ଦେବଗଡ ଜିଲ୍ଲାରୁ- ୨
ଗଜପତି ଜିଲ୍ଲାରୁ- ୩
ଗଞ୍ଜାମ ଜିଲ୍ଲାରୁ- ୫
ଜଗତସିଂହପୁର ଜିଲ୍ଲାରୁ- ୩
ଯାଜପୁର ଜିଲ୍ଲାରୁ- ୪
କନ୍ଧମାଳ ଜିଲ୍ଲାରୁ- ୪
କେନ୍ଦ୍ରପଡା ଜିଲ୍ଲାରୁ- ୪
କେନ୍ଦୁଝର ଜିଲ୍ଲାରୁ- ୮
ଖୋର୍ଦ୍ଧା ଜିଲ୍ଲାରୁ- ୩୯
କୋରାପୁଟ ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୭
ନବରଙ୍ଗପୁର ଜିଲ୍ଲାରୁ- ୪
ନୟାଗଡ ଜିଲ୍ଲାରୁ- ୯
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୧୦
ସମ୍ବଲପୁର ଜିଲ୍ଲାରୁ- ୪
ସୋନପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୪୧
ଷ୍ଟେଟ ପୁଲରୁ- ୮
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୨୮୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୫୯୪ ଏବଂ ବର୍ତ୍ତମାନ ୧୪୪୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।