Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ଥଳଭାଗ ଆଡକୁ ମୁହାଁବାରେ ଲାଗିଛି ଲଘୁଚାପ କ୍ଷେତ୍ର, ବିଭିନ୍ନ ଜିଲ୍ଲାରେ ବର୍ଷା
ଆଜିର ଖବର

ସ୍ଥଳଭାଗ ଆଡକୁ ମୁହାଁବାରେ ଲାଗିଛି ଲଘୁଚାପ କ୍ଷେତ୍ର, ବିଭିନ୍ନ ଜିଲ୍ଲାରେ ବର୍ଷା

September 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ଥଳଭାଗ ଆଡକୁ ମୁହାଁବାରେ ଲାଗିଛି ଲଘୁଚାପ କ୍ଷେତ୍ର, ବିଭିନ୍ନ ଜିଲ୍ଲାରେ ବର୍ଷା
ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସ୍ଥଳଭାଗ ଆଡକୁ ମୁହାଁଇବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଓଡ଼ିଶା ପାର୍ଶ୍ୱବର୍ତ୍ତି ପଶ୍ଚିମ ଉପକୂଳ ମୁହାଁ ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ୨୨.୭ ମିମି ବର୍ଷା ରେକର୍ଡ, ଯାହା ସ୍ୱାଭାବିକ ବର୍ଷା ୬.୯ ମିମି ତୁଳନାରେ ୨୨୮% ଅଧିକ ବର୍ଷା ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୫୮.୭ ମିମି ବର୍ଷା ରେକର୍ଡ ସହ ସ୍ୱାଭାବିକ ବର୍ଷା ୬.୮ ମିମି ତୁଳନାରେ ୭୬୩% ଅଧିକ ରହିଛି।

ଲଘୁଚାପ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.