Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶେଷ ହେଲା ଗଣତନ୍ତ୍ରର ମହାନ ପର୍ବ ନିର୍ବାଚନ ପ୍ରକ୍ରିୟା : ମେ ୨୩କୁ ଅପେକ୍ଷା
ଆଜିର ଖବର

ଶେଷ ହେଲା ଗଣତନ୍ତ୍ରର ମହାନ ପର୍ବ ନିର୍ବାଚନ ପ୍ରକ୍ରିୟା : ମେ ୨୩କୁ ଅପେକ୍ଷା

May 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶେଷ ହୋଇଛି ଗଣତନ୍ତ୍ରର ମହାନ ପର୍ବ ନିର୍ବାଚନ । ଇଭିଏମ୍‌ରେ ସିଲ୍‌ ହୋଇଛି ଦେଶର ସବୁ ରାଜନେତାଙ୍କ ଭାଗ୍ୟ । ଚଳିତ ଲୋକସଭା ନିର୍ବାଚନରେ ୭ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଯାଇଛି । । ୧୭ତମ ଲୋକସଭା ନିର୍ବାଚନରେ ଚଳିତଥର ବହୁ ଉତ୍ଥାନ ପତନ ଦେଖାଦେଇଛି ।  ଏପ୍ରିଲ୍‌ ୧୧ରୁ ନିର୍ବାଚନ ଆରମ୍ଭ ହୋଇ ମେ ୧୯ ତାରିଖରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ପ୍ରକ୍ରିୟା ସମ୍ପନ୍ନ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୯୧ଟି ଆସନ, ଦ୍ବିତୀୟ ପର୍ଯ୍ୟାୟରେ ୯୭ଟି ଆସନ, ତୃତୀୟ ପର୍ଯ୍ୟାୟରେ ୧୧୫ଟି ଆସନ, ଚତୁର୍ଥ ପର୍ଯ୍ୟାୟରେ ୭୧ଟି ଆସନ, ପଞ୍ଚମ ପର୍ଯ୍ୟାୟରେ ୫୧ଟି ଆସନ, ଷଷ୍ଠ ପର୍ଯ୍ୟାୟରେ ୫୯ଟି ଆସନ ଓ ସପ୍ତମ ପର୍ଯ୍ୟାୟରେ ୫୯ଟି ଆସନ ପାଇଁ ଭୋଟ୍‌ଗ୍ରହଣ ଅନୁଷ୍ଠିତ ହୋଇଥିଲା । ତେବେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୧ ପ୍ରତିଶତ ମତଦାନ ହୋଇଛି । ଦେଶର ସମସ୍ତ ୫୪୨ଟି ଲୋକସଭା ଆସନ ସହିତ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଅରୁଣାଚଳ ପ୍ରଦେଶର ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇଛି । ଚଳିତ ଥର ନିର୍ବାଚନରେ ପଶ୍ଚିମବଙ୍ଗରେ ବ୍ୟାପକ ହିଂସା ଅନୁଭୂତ ହୋଇଛି । ଆସନ୍ତା ମେ ୨୩ ତାରିଖରେ ନିର୍ବାଚନୀ ଫଳାଫଳ ଘୋଷଣା ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.