Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ପ୍ରଭାବିତ ହେବ କିଛି ଟ୍ରେନ
ଆଜିର ଖବର

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ପ୍ରଭାବିତ ହେବ କିଛି ଟ୍ରେନ

September 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦକ୍ଷିଣ ପୂର୍ବ ମଧ୍ୟ ରେଳପଥ ବିଳାସପୁର ରେଳମଣ୍ଡଳର ରାଇଗଡ଼ ଓ ଝାରସୁଗୁଡା ରେଳ ସେକ୍ସନ ଅନ୍ତର୍ଗତ ଇବ ଷ୍ଟେସନ ଠାରେ ଚତୁର୍ଥ ଲାଇନ କାର୍ଯ୍ୟକ୍ଷମ ପାଇଁ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ରୁ ଛାଡୁଥିବା କିମ୍ବା ରେଳପଥକୁ ଆସୁଥିବା ପ୍ରଦତ୍ତ ଟ୍ରେନ୍ ନିମ୍ନଲିଖିତ ଅନୁଯାୟୀ ପ୍ରଭାବିତ ହେବ…

ଟ୍ରେନର ବାତିଲ୍:

ଭୁବନେଶ୍ୱର ଠାରୁ ଚଳିତ ମାସ 22, 26 ଏବଂ 29.09.2022 ତାରିଖରେ ଏବଂ ମୁମ୍ବାଇ ଏଲଟିଟି ଠାରୁ 24, 28.09.2022 ଏବଂ 01.10.2022 ତାରିଖରେ ଛାଡିବାକୁ ଥିବା 12880/12879 ଭୁବନେଶ୍ୱର-ଏଲଟିଟି- ଭୁବନେଶ୍ୱର ଏକ୍ସପ୍ରେସ ବାତିଲ ରହିବ।

ପୁରୀ ଠାରୁ ଚଳିତ ମାସ 27.09.2022 ତାରିଖରେ ଏବଂ ମୁମ୍ବାଇ ଏଲଟିଟି ଠାରୁ 29.09.2022 ତାରିଖରେ ଛାଡିବାକୁ ଥିବା 22866/22865 ପୁରୀ-ଏଲଟିଟି-ପୁରୀ ଏକ୍ସପ୍ରେସ ବାତିଲ ରହିବ।

ବିଶାଖାପାଟନମ୍ ଠାରୁ ଚଳିତ ମାସ 23, 24 ଏବଂ 27.09.2022 ତାରିଖରେ ଏବଂ ଅମୃତସରରୁ 24, 25 ଏବଂ 28.09.2022 ତାରିଖରେ ଛାଡିବାକୁ ଥିବା 20807/20808 ବିଶାଖାପାଟନମ୍-ଅମୃତସର-ବିଶାଖାପାଟନମ୍ ହିରାକୁଦ୍ ଏକ୍ସପ୍ରେସ ବାତିଲ ରହିବ।

ଟ୍ରେନର ମାର୍ଗ ପରିବର୍ତ୍ତନ:

ଭାସ୍କୋ-ଡା-ଗାମା ଠାରୁ ଚଳିତ ମାସ 23.09.2022 ରେ ଏବଂ ଜସିଡିହ ଠାରୁ ଚଳିତ ମାସ 26.09.2022 ରେ ଛାଡିବାକୁ ଥିବା 17321/17322 ଭାସ୍କୋ-ଡା-ଗାମା-ଜସିଡିହ-ଭାସ୍କୋ-ଡା-ଗାମା ଉଭୟ ପାର୍ଶ୍ୱରୁ ଏହାର ନିର୍ଧାରିତ ମାର୍ଗ ପରିବର୍ତ୍ତେ ସିକନ୍ଦରାବାଦ-ବିଜୟୱାଡା-ଭୁବନେଶ୍ୱର-ନାରାଜ ମାର୍ଥାପୁର-ସମ୍ବଲପୁର ସିଟି ଓ ଝାରସୁଗୁଡା ମାର୍ଗଦେଇ ଚଳାଚଳ କରିବ।

ଆଧୁନିକୀକରଣ କାର୍ଯ୍ୟ ଟ୍ରେନ ବାତିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.