Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ରେଳବାଇ ଆଇଆରସିଟିସିର ଡିଜିଟାଲ୍ ସେବା ସମ୍ପ୍ରସାରିତ
ଆଜିର ଖବର

ଭାରତୀୟ ରେଳବାଇ ଆଇଆରସିଟିସିର ଡିଜିଟାଲ୍ ସେବା ସମ୍ପ୍ରସାରିତ

September 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Indian Railways
ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

ନୂଆଦିଲ୍ଲୀ: ଡିଜିଟାଲ ଦେଣନେଣକୁ ଉତ୍ସାହିତ କରିବା ପାଇଁ ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଖାଦ୍ୟ ଯୋଗାଇବା କ୍ଷେତ୍ରରେ ଡିଜିଟାଲ କାରବାରକୁ ବ୍ୟାପକ କରିଛି। ବର୍ତ୍ତମାନ ୮୮୭୮ଟି ୟୁନିଟ ଡିଜିଟାଲ ଦେଣନେଣ ପାଇଁ ସୁବିଧା ଯୋଗାଉଛନ୍ତି। ଏହା ସହିତ ପଏଣ୍ଟ ଅଫ ସେଲ (ପୋସ) ମେସିନ କ୍ୟାଟେରିଂ ସେବା ପ୍ରଦାନକାରୀମାନଙ୍କୁ ଯୋଗାଇ ଦିଆଯାଇଛି। ଏହା ଫଳରେ ମୁଦ୍ରିତ ବିଲ ଯୋଗାଇ ଆର୍ଥିକ କାରବାରର ବିସ୍ତୃତ ବିବରଣୀକୁ ଏଥିରେ ଦର୍ଶାଇ ଦିଆଯାଉଛି। ବର୍ତ୍ତମାନ ୫୯୬ଟି ରେଳଗାଡିରେ ୩୦୮୧ଟି ପୋସ ମେସିନ ଉପଲବ୍ଧ ଅଛି। ନିର୍ଦ୍ଧାରିତ ହୋଇଥିବା ୪୩୧୬ଟି ୟୁନିଟ ଏହିସେବା ଯାତ୍ରୀମାନଙ୍କୁ ଯୋଗାଇ ଦେଉଛନ୍ତି।

ଯାତ୍ରୀମାନଙ୍କ ପସନ୍ଦର ପରିସରକୁ ସଂପ୍ରସାରଣ କରିବା ନିମିତ୍ତ ଭାରତୀୟ ରେଳବାଇ ପକ୍ଷରୁ ଇ-କ୍ୟାଟେରିଂ ସେବା ବ୍ୟବସ୍ଥାର ପ୍ରଚଳନ କରାଯାଇଛି। ଏହି ସେବା ଆଇଆରସିଟିସି ଦ୍ୱାରା ପରିଚାଳିତ ହେଉଛି। ଆଗୁଆ ଇ-ଟିକେଟ ବୁକିଂ ସମୟରେ ଯାତ୍ରୀମାନେ ନିଜପାଇଁ ଖାଦ୍ୟ ଅର୍ଡର କରିପାରିବାର ବ୍ୟବସ୍ଥା କରାଯାଇଛି। କିମ୍ବା ଯାତ୍ରା ଆରମ୍ଭ କରିବା ସମୟରେ  ୧୩୨୩କୁ କଲ କରି କିମ୍ବା ୱେବସାଇଟରୁ କଲସେଣ୍ଟର ଆପ ମାଧ୍ୟମରେ ଏହି ସେବା ପାଇପାରିବେ। ବର୍ତ୍ତମାନ ୩୧୦ଟି ରେଳଷ୍ଟେସନରେ ୧୭୫୫ ସେବା ପ୍ରଦାନକାରୀ ସଂସ୍ଥା ମାଧ୍ୟମରେ ଏବଂ ୧୪ଟି ଖାଦ୍ୟ ପ୍ରସ୍ତୁତକାରୀ ସଂସ୍ଥା ସହଯୋଗରେ ଦୈନିକ ହାରାହାରି ୪୧,୮୪୪ଟି ମିଲ୍ ଯାତ୍ରୀମାନଙ୍କୁ ଯୋଗାଇ ଦିଆଯାଉଛି।

ଆଇଆରସିଟିସି ଡିଜିଟାଲ୍ ସେବା ଭାରତୀୟ ରେଳବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026
Latest News

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.