ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୨୦୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୫ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ଅନୁଗୁଳ ଜିଲ୍ଲାରୁ- ୧
ବାଲେଶ୍ଵର ଜିଲ୍ଲାରୁ- ୪
ବରଗଡ ଜିଲ୍ଲାରୁ- ୧୦
ଭଦ୍ରକ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୩
କଟକ ଜିଲ୍ଲାରୁ- ୧୧
ଦେବଗଡ ଜିଲ୍ଲାରୁ- ୧
ଗଜପତି ଜିଲ୍ଲାରୁ- ୪
ଗଞ୍ଜାମ ଜିଲ୍ଲାରୁ- ୧
ଜଗତସିଂହପୁର ଜିଲ୍ଲାରୁ- ୫
ଯାଜପୁର ଜିଲ୍ଲାରୁ- ୬
କନ୍ଧମାଳ ଜିଲ୍ଲାରୁ- ୫
କେନ୍ଦ୍ରପଡା ଜିଲ୍ଲାରୁ- ୬
କେନ୍ଦୁଝର ଜିଲ୍ଲାରୁ- ୭
ଖୋର୍ଦ୍ଧା ଜିଲ୍ଲାରୁ- ୩୧
ମୟୂରଭଞ୍ଜ ଜିଲ୍ଲାରୁ- ୧୦
ନବରଙ୍ଗପୁର ଜିଲ୍ଲାରୁ- ୧୧
ନୟାଗଡ ଜିଲ୍ଲାରୁ- ୭
ନୂଆପଡା ଜିଲ୍ଲାରୁ- ୬
ପୁରୀ ଜିଲ୍ଲାରୁ- ୪
ରାୟଗଡା ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୧୭
ସୋନପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୪୧
ଷ୍ଟେଟ ପୁଲରୁ- ୬
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୭୩୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୯୫ ଏବଂ ବର୍ତ୍ତମାନ ୧୪୦୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।