ଆଜି ରାଜ୍ୟରେ ୨୨୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

Published: Sep 24, 2022, 11:48 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୨୨୨  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୧

ବରଗଡ ଜିଲ୍ଲାରୁ- ୬

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୨୩

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରପଡା ଜିଲ୍ଲାରୁ- ୫

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୫୧

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୧୨

ସମ୍ବଲପୁର ଜିଲ୍ଲାରୁ- ୧୩

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୯୫୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୯୫ ଏବଂ ବର୍ତ୍ତମାନ ୧୪୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts