Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୨୨୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରେ ୨୨୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

September 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୨୨୨  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୧

ବରଗଡ ଜିଲ୍ଲାରୁ- ୬

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୨୩

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରପଡା ଜିଲ୍ଲାରୁ- ୫

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୫୧

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୧୨

ସମ୍ବଲପୁର ଜିଲ୍ଲାରୁ- ୧୩

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୯୫୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୯୫ ଏବଂ ବର୍ତ୍ତମାନ ୧୪୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

BJP Ads
ଓଡିଶା କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ଲିଖିତ ନିବନ୍ଧକୁ ସେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

November 5, 2025

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025
BJP Ads
Latest News

କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ଦ୍ୱାରା ଲିଖିତ ନିବନ୍ଧକୁ ସେୟାର କଲେ ପ୍ରଧାନମନ୍ତ୍ରୀ ମୋଦୀ

November 5, 2025

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.