Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି: ଓଡ଼ିଶାର ୩ ଜଣଙ୍କୁ ମିଳିଲା ଏନଏସଏସ ପୁରସ୍କାର
ଆଜିର ଖବର

ଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି: ଓଡ଼ିଶାର ୩ ଜଣଙ୍କୁ ମିଳିଲା ଏନଏସଏସ ପୁରସ୍କାର

September 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୦-୨୦୨୧ ବର୍ଷ ପାଇଁ ଜାତୀୟ ସେବା ଯୋଜନା (ଏନଏସଏସ) ପୁରସ୍କାର ପ୍ରଦାନ କରିଛନ୍ତି। ଶନିବାର (ସେପ୍ଟେମ୍ବର ୨୪, ୨୦୨୨)ରେ ରାଷ୍ଟ୍ରପତି ଭବନରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା।

ତିନୋଟି ବର୍ଗରେ ଏନଏସଏସ ପୁରସ୍କାର ପ୍ରଦାନ କରାଯାଇଛି। ବିଶ୍ବବିଦ୍ୟାଳୟ/ ଯୁକ୍ତ ଦୁଇ ପରିଷଦ, କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ଏବଂ ସ୍ବେଚ୍ଛାସେବୀ ବର୍ଗରେ ପୁରସ୍କାର ଦିଆଯାଇଥିଲା। ଚଳିତ ଥର ଓଡ଼ିଶାର ତିନି ଜଣ ବ୍ୟକ୍ତିବିଶେଷ ରାଷ୍ଟ୍ରପତିଙ୍କ ଠାରୁ ଏନଏସଏସ ପୁରସ୍କାର ଗ୍ରହଣ କରିଛନ୍ତି। କାର୍ଯ୍ୟକ୍ରମ ଅଧିକାରୀ/ଏନଏସଏସ ୟୁନିଟ ବର୍ଗରେ ମୟୂରଭଞ୍ଜ ଜିଲ୍ଲା ଆରଡିଏସ ଡିଗ୍ରୀ ମହାବିଦ୍ୟାଳୟର ଡକ୍ଟର ଦିଲିପ କୁମାର ପରମାଣିକ ଏହି ପୁରସ୍କାର ପାଇଛନ୍ତି।

ସେହିପରି ଏନଏସଏସ ସ୍ବେଚ୍ଛାସେବୀ ବର୍ଗରେ ଭୁବନେଶ୍ବର ସ୍ଥିତ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ ଏଜୁକେସନ ଏଣ୍ଡ ରିସର୍ଚ୍ଚର ପ୍ରତୀକ ଦାଶ ଏବଂ ଭୁବନେଶ୍ବର ସ୍ଥିତ ସ୍କୁଲ୍‌ ଅଫ୍‌ ଲ’ର ଆକାଂକ୍ଷା କବି ପୁରସ୍କୃତ ହୋଇଛନ୍ତି।

ଏନଏସଏସ ପୁରସ୍କାର ଜାତୀୟ ସେବା ଯୋଜନା ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026
Latest News

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.