ଆଜି ରାଜ୍ୟରେ ୨୧୧ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Sep 25, 2022, 11:07 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୨୧୧  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୨୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୨

ବରଗଡ ଜିଲ୍ଲାରୁ- ୭

ଭଦ୍ରକ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୨୭

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୩

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୬

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୯

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୧୧

ରାୟଗଡା ଜିଲ୍ଲାରୁ-

ସମ୍ବଲପୁର ଜିଲ୍ଲାରୁ- ୧୧

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୩୨

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୧୬୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୫୦୪ ଏବଂ ବର୍ତ୍ତମାନ ୧୪୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts