ଆଜି ରାଜ୍ୟରେ ୨୦୦ ତଳକୁ ଖସିଲା କରୋନା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

Published: Sep 26, 2022, 10:40 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୬୪  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୮

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୫

କଟକ ଜିଲ୍ଲାରୁ- ୧୧

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୪

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧୩

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୋନପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୨୨

ଷ୍ଟେଟ ପୁଲରୁ- ୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୩୩୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୮୪୯ ଏବଂ ବର୍ତ୍ତମାନ ୧୪୩୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts