Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ ବିଜେଡି ନେତା ତେଜେଶ୍ୱର ପରିଡା
ଆଜିର ଖବର

ବିଜେପିରେ ସାମିଲ ହେଲେ ବିଜେଡି ନେତା ତେଜେଶ୍ୱର ପରିଡା

September 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲ ହେଲେ ବିଜେଡି ନେତା ତେଜେଶ୍ୱର ପରିଡା

ଭୁବନେଶ୍ୱର : ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଉପସ୍ଥିତିରେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀର ଯୁବନେତା ତଥା ବିଜେଡିର ପୂର୍ବତନ ରାଜ୍ୟ ପ୍ରବକ୍ତା, ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡର ପୂର୍ବତନ ସଭାପତି ଶ୍ରୀ ତେଜେଶ୍ୱର ପରିଡା ଓ ଆଳିର ବିଶିଷ୍ଟ ଶିକ୍ଷାବିତ, ବିଜେଡିର ତୁଙ୍ଗ ନେତା, କନିକା ଏସଏନ କଲେଜର ଅଧ୍ୟକ୍ଷ ଶ୍ରୀ ବୈକୁଣ୍ଠନାଥ ପରିଡା ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ମହାନ୍ତି ନୂତନ ଭାବେ ବିଜେପିରେ ସାମିଲ ହୋଇଥିବା ସଦସ୍ୟମାନଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି ଏବଂ ଆଗାମୀ ଦିନରେ ଓଡିଶାରେ ମଧ୍ୟ ଏହା ନିଶ୍ଚିତ ପ୍ରତିଫଳିତ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ଏହି ମିଶ୍ରଣ ପର୍ବରେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ଶ୍ରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହପ୍ରଭାରୀ ଶ୍ରୀ ବିଜୟପାଲ ସିଂତୋମର, ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ମୁଖପାତ୍ର ଡ. ଯତିନ ମହାନ୍ତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, କିଶୋର ପଣ୍ଡା, କୃଷ୍ଣଚନ୍ଦ୍ର ପଣ୍ଡା ଓ ବ୍ରଜେଶ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

September 20, 2025

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ ଅବସରରେ ଆସନ୍ତାକାଲି ଦେଶର ୭୫ଟି ସହରରେ ଗଣଦୌଡ

September 20, 2025

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

September 20, 2025

କେଉଁ ରାଶିର ଲୋକ କେଉଁ ଧାତୁର ବାସନ ବ୍ୟବହାର କରିବା ଉଚିତ?: ଜାଣିବା ଜରୁରୀ

September 20, 2025
Latest News

ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

September 20, 2025

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସ ଅବସରରେ ଆସନ୍ତାକାଲି ଦେଶର ୭୫ଟି ସହରରେ ଗଣଦୌଡ

September 20, 2025

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପ୍ରସ୍ତୁତି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

September 20, 2025

କେଉଁ ରାଶିର ଲୋକ କେଉଁ ଧାତୁର ବାସନ ବ୍ୟବହାର କରିବା ଉଚିତ?: ଜାଣିବା ଜରୁରୀ

September 20, 2025

ପାକିସ୍ତାନକୁ ଝଟକା ଦେଲା ଆମେରିକା: BLA କୁ ବିଶ୍ୱ ଆତଙ୍କବାଦୀ ଘୋଷଣା ପ୍ରସ୍ତାବ ଜାତିସଂଘରେ ଖାରଜ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.