Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ୧୩୧ ଆକ୍ରାନ୍ତ ଚିହ୍ନଟ, ୧୩୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା
ଆଜିର ଖବର

ଆଜି ରାଜ୍ୟରେ ୧୩୧ ଆକ୍ରାନ୍ତ ଚିହ୍ନଟ, ୧୩୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

October 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୩୧  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୫ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୯

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲରୁ- ୨

କଟକ ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୩୦

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୩

ନୂଆପଡା ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୫

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୧୨

ଷ୍ଟେଟ ପୁଲରୁ- ୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୩୬୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୮୪୩ ଏବଂ ବର୍ତ୍ତମାନ ୧୨୭୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସକ୍ରିୟ ରୋଗୀ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.