Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଜ୍ଞାପନ
ଆଜିର ଖବର

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଜ୍ଞାପନ

October 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗାନ୍ଧୀ ଜୟନ୍ତୀ ଅବସରରେ ସାରା ଦେଶରେ କାର୍ଯ୍ୟକ୍ରମ ଆୟୋଜନ କରି ବାପୁଙ୍କୁ ସ୍ମରଣ କରାଯାଉଛି। ବାପୁଙ୍କୁ ପ୍ରଣାମ କରିବା ପାଇଁ ରାଜଘାଟରେ ନେତାଙ୍କ ସମାବେଶ ହୋଇଛି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ ରାଜ ଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ରାଜଘାଟରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କର ୧୫୩ ତମ ଜନ୍ମ ବାର୍ଷିକୀରେ ଅଭିବାଦନ ଜଣାଇଛନ୍ତି। ଏହି ଅବସରରେ ଖଦି ଏବଂ ହସ୍ତତନ୍ତ ସାମଗ୍ରୀ କିଣିବାକୁ ପ୍ରଧାନମନ୍ତ୍ରୀ ମଧ୍ୟ ନିବେଦନ କରିଛନ୍ତି।

ଅକ୍ଟୋବର ୨ ତାରିଖ ଦିନ ସାରା ଦେଶରେ ଗାନ୍ଧୀ ଜୟନ୍ତୀ ଭାବରେ ପାଳନ କରାଯାଏ। ମହାତ୍ମା ଗାନ୍ଧୀ ଅକ୍ଟୋବର ୨ ତାରିଖ ୧୮୬୯ ରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ମହାତ୍ମା ଗାନ୍ଧୀ ରାଜଘାଟ
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026
Latest News

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.