Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ,ଘୋଷଣା କଲେ ବୋର୍ଡ ସଭାପତି
ଆଜିର ଖବର

ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ,ଘୋଷଣା କଲେ ବୋର୍ଡ ସଭାପତି

May 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bse
BSE Extend form fill up period for Annual HSC Examinations

ଆସନ୍ତା କାଲି ପ୍ରକାଶ ପାଇବ ଚଳିତ ମାଟ୍ରିକ ପରୀକ୍ଷା ରେଜଲ୍ଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଜାହାନଆରା ବେଗମ ସୂଚନା ଦେଇଛନ୍ତି। ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ଥର ୫ ଲକ୍ଷ ୮୭ ହଜାର ୭୮୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ପେବୃଆରୀ ୨୨ ତାରିଖରୁ ମାର୍ଚ୍ଚ ୮ ତାରିଖ ମଧ୍ୟରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ବୋର୍ଡ କାର୍ଯ୍ୟାଳୟରେ ସକାଳ ୯ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ ଦିନ ୧୧ଟାରୁ ଓ୍ବେବସାଇଟ୍‌ରେ ଏହି ରେଜଲ୍ଟ ଉପଲବ୍ଧ ହେବ। ଇଣ୍ଟରନେଟ୍‌ ସୁବିଧା ନଥିବା ସ୍ଥଳେ ଏସ୍ଏ‌ମ୍‌ଏସ୍‌ ଜରିଆରେ ମଧ୍ୟ ରେଜଲ୍ଟ ଜାଣିହେବ। ଚଳିତଥର ମାଟ୍ରିକ ପରୀକ୍ଷାରେ ବ୍ୟାପକ ଅନିୟମିତତା ହୋଇଥିବାର ଦେଖାଯାଇଥିଲା। ପ୍ରଶ୍ନପତ୍ର ଲିକ୍‌ ହେବାଠାରୁ ଆରମ୍ଭ କରି ଓଏମ୍‌ଆର ସିଟ୍‌ ଗାଏବ ହେବା ଆଦି ଚର୍ଚ୍ଚାରେ ରହିଥିଲା।

ମାଟ୍ରିକ୍‌ ରେଜଲ୍ଟ ପାଇଁ ଉପଲବ୍ଧ ଓ୍ବେବସାଇଟ୍‌ : www.bseodisha.ac.in, www.bseodisha.nic.in

ମାଟ୍ରିକ୍‌ ରେଜଲ୍ଟ ପାଇଁ SMS ନମ୍ବର : ୫ ୬୭ ୬୭ ୫୦

(OR 10 ସ୍ପେସ୍‌ ଦେଇ ନିଜର ରୋଲନମ୍ବର ଲେଖି ଉପରୋକ୍ତ ନମ୍ବରକୁ ମେସେଜ୍‌ ପଠାଇ ପରୀକ୍ଷା ଫଳ ଜାଣିପାରିବେ।)

Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.