Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅହମ୍ମଦାବାଦରେ ଗାନ୍ଧୀ ଆଶ୍ରମ ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

ଅହମ୍ମଦାବାଦରେ ଗାନ୍ଧୀ ଆଶ୍ରମ ପରିଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

October 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ; ଆଜି ଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ଗୁଜୁରାଟ ଗସ୍ତ ଆରମ୍ଭ ହୋଇଛି। ରାଜ୍ୟ ସରକାର ଦେଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅହମ୍ମଦାବାଦରେ ଗାନ୍ଧୀ ଆଶ୍ରମ ଗସ୍ତ କରି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରକାଶିତ ଖବର ଅନୁଯାୟୀ, ଅହମ୍ମଦାବାଦର ସାବରମତିରେ ମହାତ୍ମା ଗାନ୍ଧୀଙ୍କ ଆଶ୍ରମ ପରିଦର୍ଶନ କରି ମୁର୍ମୁ ଆଜି ଗୁଜୁରାଟ ଯାତ୍ରା ଆରମ୍ଭ କରିବେ ବୋଲି କୁହାଯାଇଛି। ସେ ଗାନ୍ଧିନଗରରେ ଏକ କାର୍ଯ୍ୟକ୍ରମରେ ୧୩୩୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ମଧ୍ୟ ଶୁଭାରମ୍ଭ କରିବେ। ରାଷ୍ଟ୍ରପତି ଭାବରେ ଶ୍ରୀମତୀ ମୁର୍ମୁଙ୍କର ଏହା ପ୍ରଥମ ଗୁଜୁରାଟ ଗସ୍ତ।

ପ୍ରକାଶ ଥାଉକି, ରାଷ୍ଟ୍ରପତି ମୁର୍ମୁ ଦୁଇ ଦିନିଆ ଗୁଜରାଟ ଗସ୍ତର ପ୍ରଥମ ଦିନରେ ଗାନ୍ଧୀ ଆଶ୍ରମ ଗସ୍ତ କରିବେ ଏବଂ ପରେ ଗାନ୍ଧିନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଏବଂ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ଯୋଗଦେବେ।

ଗୁଜୁରାଟ ଗସ୍ତ ଦ୍ରୌପଦୀ ମୁର୍ମୁ ମହାତ୍ମା ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ
Share. Facebook Twitter LinkedIn Email WhatsApp Copy Link

Related Posts

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026
Latest News

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

ପ୍ରାଚୀନ ଅଷ୍ଟଶମ୍ଭୁ ମନ୍ଦିରରୁ ଐତିହାସିକ ପୁରାତନ ବୀରଶିଳା ଆବିଷ୍କୃତ

October 18, 2026

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.