ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୯୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧
ଭଦ୍ରକ ଜିଲ୍ଲାରୁ- ୧
ବୌଦ୍ଧ ଜିଲ୍ଲାରୁ- ୫
କଟକ ଜିଲ୍ଲାରୁ- ୯
ଦେବଗଡ ଜିଲ୍ଲାରୁ- ୨
ଗଜପତି ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୧
ଯାଜପୁର ଜିଲ୍ଲାରୁ- ୩
କଳାହାଣ୍ଡି ଜିଲ୍ଲାରୁ- ୧
କନ୍ଧମାଳ ଜିଲ୍ଲାରୁ- ୩
ଖୋର୍ଦ୍ଧା ଜିଲ୍ଲାରୁ- ୧୪
କୋରାପୁଟ ଜିଲ୍ଲାରୁ- ୩
ମାଲକାନଗିରି ଜିଲ୍ଲାରୁ- ୧
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୧୩
ପୁରୀ ଜିଲ୍ଲାରୁ- ୫
ରାୟଗଡା ଜିଲ୍ଲାରୁ- ୧
ସମ୍ବଲପୁର ଜିଲ୍ଲାରୁ- ୩
ସୋନପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୧୪
ଷ୍ଟେଟ ପୁଲରୁ- ୪
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୫୨୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୨୩୦ ଏବଂ ବର୍ତ୍ତମାନ ୧୦୪୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।