ଭୁବନେଶ୍ବର: ଗତକାଲି ରାଜ୍ୟରେ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୬୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୪
ଭଦ୍ରକ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୬
ଦେବଗଡ ଜିଲ୍ଲାରୁ- ୧
ଯାଜପୁର ଜିଲ୍ଲାରୁ- ୪
କେନ୍ଦୁଝର ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୧୪
ମୟୂରଭଞ୍ଜ ଜିଲ୍ଲାରୁ- ୧
ନୟାଗଡ ଜିଲ୍ଲାରୁ- ୬
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୮
ସମ୍ବଲପୁର ଜିଲ୍ଲାରୁ- ୫
ସୁନ୍ଦରଗଡ ଜିଲ୍ଲାରୁ- ୯
ଷ୍ଟେଟ ପୁଲରୁ- ୩
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୫୯୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୩୯୯ ଏବଂ ବର୍ତ୍ତମାନ ୯୪୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।