Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ସଂକ୍ରମଣ ତଳ ମୁହାଁ: ଆଜି ୩ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଦେଶରେ କରୋନା ସଂକ୍ରମଣ ତଳ ମୁହାଁ: ଆଜି ୩ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ

October 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୪୬୮ ଟି ନୂଆ ପଜିଟିଭ ରିପୋର୍ଟ ହୋଇଛି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୧ ହଜାର ୯୩୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୩୩ ହଜାର ୩୧୮ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ବୁଧବାର ଏହି ସୂଚନା ଦେଇଛନ୍ତି।

ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ୧୭ ଜଣଙ୍କ ମୃତ୍ୟୁ ହୋଇଛି। ଯାହା ପରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୭୩୩ କୁ ବୃଦ୍ଧି ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.