Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ଗା ବିସର୍ଜନ ସମୟରେ ହଠାତ୍ ନଦୀରେ ଆସିଲା ବନ୍ୟା, ଆଠ ମୃତ, ଅନେକ ନିଖୋଜ
ଆଜିର ଖବର

ଦୁର୍ଗା ବିସର୍ଜନ ସମୟରେ ହଠାତ୍ ନଦୀରେ ଆସିଲା ବନ୍ୟା, ଆଠ ମୃତ, ଅନେକ ନିଖୋଜ

October 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଲପାଇଗୁଡି: ବିଜୟାଦଶମୀ ଅବସରରେ ଜଲପାଇଗୁଡି ଜିଲ୍ଲାର ମାଲ ନଦୀରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଦେବୀ ଦୁର୍ଗାଙ୍କ ମୂର୍ତ୍ତି ବିସର୍ଜନ ସମୟରେ ଅତି କମରେ ଆଠ ଜଣ ବୁଡ଼ିଯାଇଥିବା ବେଳେ ଅନେକ ଲୋକ ନିଖୋଜ ହୋଇଯାଇଛନ୍ତି। ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଘଟଣା ସମୟରେ ଶହ ଶହ ଲୋକ ବିସର୍ଜନ ପାଇଁ ମାଲ ନଦୀ କୂଳରେ ଏକାଠି ହୋଇଥିଲେ।

ନଦୀରେ ଜଳ ସ୍ତର ହଠାତ୍ ବୃଦ୍ଧି ହେତୁ ଲୋକମାନେ ପାଣିରେ ଭାସିଯାଇଥିଲେ। ବର୍ତ୍ତମାନ ସୁଦ୍ଧା ଆଠଟି ମୃତଦେହ ଉଦ୍ଧାର କରାଯାଇଛି ଏବଂ ୫୦ ଜଣଙ୍କୁ ଉଦ୍ଧାର କରାଯାଇଛି।” ସାମାନ୍ୟ ଆହତ ୧୩ ଜଣଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଏନଡିଆରଏଫ୍ (ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ), SDRF (ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ), ପୋଲିସ ଏବଂ ସ୍ଥାନୀୟ ପ୍ରଶାସନ ଦ୍ୱାରା ସର୍ଚ୍ଚ ଓ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ndrf SDRF ଆଠ ମୃତ ବିଜୟାଦଶମୀ
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.