Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁମ୍ବାଇରୁ ଗାନ୍ଧିନଗର ଯାଉଥିବା ବନ୍ଦେ ଭାରତ ଟ୍ରେନ ଦୁର୍ଘଟଣାଗ୍ରସ୍ତ
ଆଜିର ଖବର

ମୁମ୍ବାଇରୁ ଗାନ୍ଧିନଗର ଯାଉଥିବା ବନ୍ଦେ ଭାରତ ଟ୍ରେନ ଦୁର୍ଘଟଣାଗ୍ରସ୍ତ

October 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମୁମ୍ବାଇରୁ ଗାନ୍ଧିନଗର ପର୍ଯ୍ୟନ୍ତ ଚାଲୁଥିବା ଭାରତର ଦ୍ରୁତତମ ଟ୍ରେନ୍ ବନ୍ଦେ ଭାରତ ଆଜି ଏକ ଦୁର୍ଘଟଣାର ଶିକାର ହୋଇଛି। ସକାଳ ୧୧.୧୫ ରେ ଏହି ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ, ଟ୍ରେନ ଆଗରେ ଏକ ଗୋରୁ ପଲ ଆସି ଯାଇଥିଲେ। ଏହି ଦୁର୍ଘଟଣାରେ ଇଞ୍ଜିନର ଆଗ ଭାଗ ନଷ୍ଟ ହୋଇଯାଇଛି। ପଶ୍ଚିମ ରେଳବାଇର ବରିଷ୍ଠ ପିଆରଓ ଜେ.କେ ଜୟନ୍ତୀ ଏହି ସୂଚନା ଦେଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଏହି ଟ୍ରେନର ଉଦଘାଟନ କରିଥିଲେ। ରେଲୱେ ପିଆରଓ ପ୍ରଦୀପ ଶର୍ମା କହିଛନ୍ତି ଯେ, ଏହି ଘଟଣା ଯୋଗୁଁ କିଛି କ୍ଷୟକ୍ଷତି ହୋଇନାହିଁ। ଟ୍ରେନର ଚଳାଚଳ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଟ୍ରେନ୍ ନିର୍ଦ୍ଧାରିତ ସମୟରେ ଚାଲୁଛି।

ଭାରତର ସବୁଠାରୁ ଆଧୁନିକ ବୈଶିଷ୍ଟ୍ୟ ସହିତ ସଜ୍ଜିତ ଏହି ବନ୍ଦେ ଭାରତ ଟ୍ରେନ୍ ସେପ୍ଟେମ୍ବର ୩୦ ତାରିଖରେ ଆରମ୍ଭ କରାଯାଇଥିଲା। ଏହି ଟ୍ରେନର ଗତି ୧୮୦ କିଲୋମିଟର ପର୍ଯ୍ୟନ୍ତ, କିନ୍ତୁ ଏହା ବର୍ତ୍ତମାନ ୧୩୦ କିଲୋମିଟର ବେଗରେ ପରିଚାଳିତ ହେଉଛି।

ଗାନ୍ଧିନଗର ଦୁର୍ଘଟଣାଗ୍ରସ୍ତ ବନ୍ଦେ ଭାରତ ଟ୍ରେନ ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026
Latest News

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜୀବନୀ ଆଧାରିତ ପୁସ୍ତକ ଓଡ଼ିଆ ଓ ହିନ୍ଦୀ ଭାଷାରେ ଉନ୍ମୋଚିତ

July 29, 2026

ହଠାତ୍ ସଂସଦରେ ପହଞ୍ଚିଲେ ଏନଏସଏ ଅଜିତ ଡୋଭାଲ: ଜାଣନ୍ତୁ ମୁଖ୍ୟ କାରଣ କ’ଣ?

July 29, 2026

ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବେ ଟ୍ରମ୍ଫ?: ଚିନ୍ତା ବଢାଇଲା ଆମେରିକାର ନୂତନ ବିଲ୍

July 29, 2026

ବରିଷ୍ଠ ସାମ୍ବାଦିକ ଶାରଦା ପ୍ରସନ୍ନ ନନ୍ଦଙ୍କୁ ଶବରୀ ପ୍ରଭାଦୀପ୍ତ ସମ୍ମାନ

July 29, 2026

ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କ ଦ୍ଵାରା “ଆମ ରାଷ୍ଟ୍ରପତି: ଆମ ଗୌରବ” ପୁସ୍ତକ ଲୋକାର୍ପିତ

July 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.