Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: ପ୍ରକାଶ ପାଇଲା ଓଏଏସ ପରୀକ୍ଷା ଫଳ, ଜାଣନ୍ତୁ କେଉଁମାନେ ହେଲା ପ୍ରଥମ ଦଶ
ଆଜିର ଖବର

BREAKING NEWS: ପ୍ରକାଶ ପାଇଲା ଓଏଏସ ପରୀକ୍ଷା ଫଳ, ଜାଣନ୍ତୁ କେଉଁମାନେ ହେଲା ପ୍ରଥମ ଦଶ

October 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING NEWS: ପ୍ରକାଶ ପାଇଲା ଓଏଏସ ପରୀକ୍ଷା ଫଳ, ଜାଣନ୍ତୁ କେଉଁମାନେ ହେଲା ପ୍ରଥମ ଦଶ

ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ଓଏଏସ ବା ଓଡିଶା ପ୍ରଶାସନିକ ସେବା ପରୀକ୍ଷା ଫଳ। ଓଡିଶା ପବ୍ଲିକ ସର୍ଭିସ କମିଶନ ଓଡିଶା ଲୋକସେବା ଆୟୋଗଙ୍କ ଦ୍ବାରା ଆୟୋଜିତ କରାଯାଇଥିଲା ଏହି ପରୀକ୍ଷା। ଏଥିରେ ମୋଟ ୩୯୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ସେଥିରୁ୧୪୮ ଜଣ ଛାତ୍ରୀ ଅଛନ୍ତି। ଏହି ପରୀକ୍ଷା ଫଳର ପ୍ରଥମ ୩ଟି ସ୍ଥାନରେ ଛାତ୍ରୀ ଅଛନ୍ତି।

ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୭ ଜଣ ଝିଅ ଥିବା ବେଳେ ୩ ଜଣ ପୁଅ ଅଛନ୍ତି। ଏହି ପରୀକ୍ଷାରେ ତେଜସ୍ବିନୀ ବେହରା ଟପ୍ପର ହୋଇଛନ୍ତି। ଶୁଭଙ୍କରୀ ସୁଦେଷ୍ଣା ଦାଶ ୨ୟ ଓ ଅନନ୍ୟା ସୃଷ୍ଟି ଶତପଥୀ ୩ୟ ସ୍ଥାନ ହାସଲ କରିଛନ୍ତି। ଦେବବ୍ରତ କର ୪ର୍ଥ, ଦେବବ୍ରତ ମହାରଣା ୫ମ, ଅଭିସ୍ମିତା ୬ଷ୍ଠ ଏବଂ ଶୁଭଶ୍ରୀ ରଥ ୭ମ ସ୍ଥାନ ପାଇଛନ୍ତି।

ସେହିପରି ଶ୍ରୀତପା ମିଶ୍ର ୮ମ, ବିବେକାନନ୍ଦ ଷଡ଼ଙ୍ଗୀ ୯ମ ଓ ତପତି ରାଜ ୧୦ମ ସ୍ଥାନ ପାଇଛନ୍ତି। ଏହି ପରୀକ୍ଷାରେ ପଙ୍କଜ କୁମାର ମହାନ୍ତ ୧୧, ତନ୍ମିତା କର ୧୨, ଅଭିଜିତ ଷଡ଼ଙ୍ଗୀ ୧୩, କସ୍ତୁରୀ ପଣ୍ଡା ୧୪, ବିଭୂପ୍ରସାଦ ସିଂହ ୧୫, ବିଶ୍ବଜିତ ପଣ୍ଡା ୧୬, ହରପ୍ରିୟା ପୃଷ୍ଟି ୧୭, ରାମକୃଷ୍ଣ ସତ୍ୟରାଜ ଗୁରୁ ୧୮, ଅଣାକାର ନାୟକ ୧୯ ଓ ଲିତୁସ୍ମିତା ମିଶ୍ର ୨୦ତମ ସ୍ଥାନରେ ଅଛନ୍ତି।

OAS Result ଓଏଏସ ପରୀକ୍ଷା ଓଡିଶା ଲୋକସେବା ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026
Latest News

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026

ଆଜି ଅକ୍ଟୋବର ୧୫ ତାରିଖରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ଭାଗ୍ୟଶାଳୀ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.