ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୮୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧
ବରଗଡ ଜିଲ୍ଲାରୁ- ୩
ଭଦ୍ରକ ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୧୦
ଦେବଗଡ ଜିଲ୍ଲାରୁ- ୨
ଢେଙ୍କାନାଳ ଜିଲ୍ଲାରୁ- ୧
ଗଞ୍ଜାମ ଜିଲ୍ଲାରୁ- ୩
ଯାଜପୁର ଜିଲ୍ଲାରୁ- ୩
କଳାହାଣ୍ଡି ଜିଲ୍ଲାରୁ- ୨
କେନ୍ଦୁଝର ଜିଲ୍ଲାରୁ- ୩
ଖୋର୍ଦ୍ଧା ଜିଲ୍ଲାରୁ- ୧୩
ମୟୂରଭଞ୍ଜ ଜିଲ୍ଲାରୁ- ୧
ନବରଙ୍ଗପୁର ଜିଲ୍ଲାରୁ- ୧
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୧୧
ରାୟଗଡା ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୩
ସୁନ୍ଦରଗଡ ଜିଲ୍ଲାରୁ- ୧୪
ଷ୍ଟେଟ ପୁଲରୁ- ୩
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୭୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୯୧୨ ଏବଂ ବର୍ତ୍ତମାନ ୬୨୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।