Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାମନଗରରେ ଧୂମ ମଚାଇଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ
ଆଜିର ଖବର

ଧାମନଗରରେ ଧୂମ ମଚାଇଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ

October 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧାମନଗରରେ ଧୂମ ମଚାଇଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ

ଧାମନଗର: ଆଜି ଧାମନଗରରେ ଧୂମ ମଚାଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଆଜି ସେ ଏହି ନିର୍ବାଚନ ମଣ୍ଡଳୀରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ଦେଖାଇ ଦେଇଛନ୍ତି ବିଜେଡି ସଂଗଠନର ଶକ୍ତି। ଦଳର ଚାଲିଥିବା ପଦଯାତ୍ରା ଆଜି ଧାମନଗରରେ ଆୟୋଜିତ ହୋଇଥିଲା। ଏଥିରେ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇଥିଲେ।

ପ୍ରଣବ ଏବଂ ଦଳର ବରିଷ୍ଠ ନେତାମାନେ ଷେଣ୍ଢପୁରରୁ ଏକ ବାଇକ ଶୋଭାଯାତ୍ରା ବାହାରି ଦୋବଲରେ ପହଞ୍ଚିଥିଲା । ଦୋବଲଠାରେ ଅନୁଷ୍ଠିତ ସଭାରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଲୋକ ଉପସ୍ଥିତ ଥିଲେ । ଏହାପରେ ବିଜୁ ପଟ୍ଟନାୟକ ଛକରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଭିନ୍ନ ନେତା ଓ କର୍ମୀ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଭଦ୍ରକ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତ ରାୟ, ଭଦ୍ରକ ସାଂସଦ ମଂଜୁଲତା ମଣ୍ଡଳ, ବିଧାୟକଙ୍କ ବହୁ ନେତା ଉପସ୍ଥିତ ଥିଲେ ।ଏହି ନିର୍ବାଚନ ମଣ୍ଡଳୀରେ ଆସନ୍ତା ନଭେମ୍ବରରେ ଉପନିର୍ବାଚନ ଅନୁଷ୍ଠିତ ହେବ। ବିଜେପି ବିଷ୍ଣୁ ସେଠୀଙ୍କ ପୁତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଏ ପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରି ନାହିଁ।

ଧାମନଗର ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026
Latest News

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026

ଆଜି ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 16, 2026

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପରିବହନ ପ୍ରକଳ୍ପର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

February 16, 2026

ତୃତୀୟ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ସମାରୋହରେ ଯୋଗଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.