ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୯୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୭
ବରଗଡ ଜିଲ୍ଲାରୁ- ୧
ଭଦ୍ରକ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୧
କଟକ ଜିଲ୍ଲାରୁ- ୧୦
ଦେବଗଡ ଜିଲ୍ଲାରୁ- ୧
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୩
ଯାଜପୁର ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୫
କେନ୍ଦ୍ରପଡା ଜିଲ୍ଲାରୁ- ୧
କେନ୍ଦୁଝର ଜିଲ୍ଲାରୁ- ୧
ଖୋର୍ଦ୍ଧା ଜିଲ୍ଲାରୁ- ୧୫
ମୟୂରଭଞ୍ଜ ଜିଲ୍ଲାରୁ- ୫
ନବରଙ୍ଗପୁର ଜିଲ୍ଲାରୁ- ୩
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୩
ପୁରୀ ଜିଲ୍ଲାରୁ- ୫
ସମ୍ବଲପୁର ଜିଲ୍ଲାରୁ- ୫
ସୁନ୍ଦରଗଡ ଜିଲ୍ଲାରୁ- ୧୬
ଷ୍ଟେଟ ପୁଲରୁ- ୩
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୫୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୨୦୫ ଏବଂ ବର୍ତ୍ତମାନ ୫୯୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।