Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ 
ଆଜିର ଖବର

ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ 

October 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ 

ଭୁବନେଶ୍ମର: ମହାନ୍ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ଆଦର୍ଶର ପ୍ରବକ୍ତା, ‘ସଂପୂର୍ଣ୍ଣ କ୍ରାନ୍ତି’ ଭାବଧାରାର ପ୍ରବର୍ତ୍ତକ ତଥା ସାମାଜିକ ନ୍ୟାୟ ପାଇଁ ଅଙ୍ଗୀକାର ବଦ୍ଧ ଜନନେତା ସ୍ୱର୍ଗତ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କର ଜୟନ୍ତୀ ଅବସରରେ ଆଜି ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

କାର୍ଯ୍ୟକ୍ରମ ବିଶିଷ୍ଟ ଅତିଥି ଭାବେ ରାଜ୍ୟ ବିଜ୍ଞାନ ଓ କାରିଗରୀ,ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ. ଲେନିନ୍ ମହାନ୍ତି ଯୋଗଦେଇଲୋକନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରତିମୂର୍ତ୍ତିସ୍ଥଳ ସାଜସଜ୍ଜା କରାଯାଇଥିଲା ବେଳେବିଭାଗର ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକଶ୍ରୀ ସନ୍ତୋଷ କୁମାର ଦାସ, ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ,ବିଭାଗର ଅନ୍ୟ ପଦାଧିକାରୀ ଉପସ୍ଥିତ ରହି ଲୋକନାୟକଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

ସେହିପରି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅନୁଶାସନ ସଚିବ ଶ୍ରୀ ଲକ୍ଷ୍ମୀଧର ବେହେରାଙ୍କ ସମେତଉତ୍କଳ ସମ୍ମିଳନୀ ଏବଂ ଉଇ ଫର ଭୁବନେଶ୍ୱର ଆଦି ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ଓ ସହରର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇ ଏହି ମହାନ ଜନନେତାଙ୍କ ପ୍ରତି ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିଆଇ ବ୍ୟବହାରକାରୀଙ୍କ ପାଇଁ କୌଣସି ଶୁଳ୍କ ନାହିଁ: ଅର୍ଥ ମନ୍ତ୍ରଣାଳୟ

August 9, 2026

ମୁମ୍ବାଇରେ ଏନୟୁସିଏଫଡିସିର ନୂତନ ପରିସର ଲୋକାର୍ପିତ

August 9, 2026

ଅଗଷ୍ଟ ୯ ରାଶିଫଳ: ଏହି ରାଶିର ଲୋକମାନେ ଚାପ ନିଅନ୍ତୁ ନାହିଁ, ଆପଣଙ୍କୁ କ୍ଷତି ସହିବାକୁ ପଡିପାରେ

August 9, 2026

ନୋଏଡ଼ା ସ୍ଥିତ ହାୟର କମ୍ପାନୀ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 8, 2026
Latest News

ୟୁପିଆଇ ବ୍ୟବହାରକାରୀଙ୍କ ପାଇଁ କୌଣସି ଶୁଳ୍କ ନାହିଁ: ଅର୍ଥ ମନ୍ତ୍ରଣାଳୟ

August 9, 2026

ମୁମ୍ବାଇରେ ଏନୟୁସିଏଫଡିସିର ନୂତନ ପରିସର ଲୋକାର୍ପିତ

August 9, 2026

ଅଗଷ୍ଟ ୯ ରାଶିଫଳ: ଏହି ରାଶିର ଲୋକମାନେ ଚାପ ନିଅନ୍ତୁ ନାହିଁ, ଆପଣଙ୍କୁ କ୍ଷତି ସହିବାକୁ ପଡିପାରେ

August 9, 2026

ନୋଏଡ଼ା ସ୍ଥିତ ହାୟର କମ୍ପାନୀ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 8, 2026

ଓଡ଼ିଶା ସାହିତ୍ୟ ମହୋତ୍ସବ ଓ ରାଷ୍ଟ୍ରୀୟ ଯୁବ ସାହିତ୍ୟିକ ସମ୍ମିଳନୀ ଆୟୋଜିତ

August 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.