Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାମନଗର ଉପ-ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ଆଜିର ଖବର

ଧାମନଗର ଉପ-ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

October 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଜେପି ପରେ ଏବେ ଧାମନଗର ବିଧାନସଭା ଉପ-ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବାବା ହରେକୃଷ୍ଣ ସେଠୀଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି। ଏହା ପୂର୍ବରୁ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୁରଜଙ୍କୁ ବିଜେପି ପ୍ରାର୍ଥୀ କରିଛି।

କିନ୍ତୁ ଏହି ଉପ-ନିର୍ବାଚନ ପାଇଁ ବିଜୁ ଜନତା ଦଳ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ। ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ ହେବ।

ଉପ-ନିର୍ବାଚନ କଂଗ୍ରେସ ଧାମନଗର ପ୍ରାର୍ଥୀ ଘୋଷଣା ବିଜୁ ଜନତା ଦଳ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026
Latest News

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.