Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଆଜି ୨ ହଜାର ୭୮୬ ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬,୫୦୯ କୁ ବୃଦ୍ଧି
ଆଜିର ଖବର

ଦେଶରେ ଆଜି ୨ ହଜାର ୭୮୬ ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬,୫୦୯ କୁ ବୃଦ୍ଧି

October 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୭୮୬ ଲୋକ କରୋନାରେ ସଂକ୍ରମଣ ହୋଇଛନ୍ତି। ଏହାପରେ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୬ ଲକ୍ଷ ୨୧ ହଜାର ୩୧୯ କୁ ବୃଦ୍ଧି ପାଇଛି। ଏଥି ସହିତ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୨୬ ହଜାର ୫୦୯ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, କୋଭିଡ-୧୯ ରୁ ଆହୁରି ୧୨ ଜଣଙ୍କ ମୃତ୍ୟୁ ହେତୁ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୪୭ କୁ ବୃଦ୍ଧି ପାଇଛି।

କରୋନା ମୋଟ ସଂକ୍ରମିତ ସକ୍ରିୟ ରୋଗୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.