Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING: ଓଏଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ, ଦେଖନ୍ତୁ ପୁରା ତାଲିକା
ଆଜିର ଖବର

BREAKING: ଓଏଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ, ଦେଖନ୍ତୁ ପୁରା ତାଲିକା

October 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING: ଓଏଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ, ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଏଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ କରିଛନ୍ତି। ଏକାଥରେ 139 ଜଣ ଅଧିକାରୀଙ୍କୁ ବଦଳି କରାଯାଇଛି। ଏ ନେଇ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ପୁରା ଲିଷ୍ଟ ଜାଣିବା ପାଇଁ    ‘ଓଏଏସ ବଦଳିର ପୁରା ତାଲିକା’   ଉପରେ କ୍ଲିକ କରି ଡାଉନଲୋଡ କରନ୍ତୁ।

ଏହି ବଦଳିରେ ମୋଟ 62 ଜଣ ତହସିଲଦାର ଥିବା ବେଳେ 30 ଜଣ ଡେପୁଟି କଲେକ୍ଟର ରହିଛନ୍ତି। ସେହିପରି ପ୍ରାୟ 10 ଜଣ ବିଡିଓ ଅଛନ୍ତି। ଏଥିସହିତ ଅନାନ୍ୟ ବିଭାଗର ବହୁ ଅଧିକାରୀଙ୍କ ବଦଳି ହୋଇଛି। ଏହି ଅଧିକାରୀମାନେ ତୁରନ୍ତ ଆସନ୍ତା କାଲି ନିଜ ପଦବୀରୁ ରିଲିଭ ହୋଇ ଯଥାଶିଘ୍ର ନୂଆ ସ୍ଥାନରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଓଏଏସ ଅଦଳବଦଳ ଓଡିଶା ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

୬୧ ବର୍ଷ ବୟସରେ ତୃତୀୟ ଥର ପାଇଁ ବିବାହ କରିବେ ଆମିର ଖାନ: ଜାଣନ୍ତୁ କେବେ ଆଉ କାହାକୁ?

June 3, 2026

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିକେ ଶିବକୁମାର

June 3, 2026
Latest News

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

ମମତା ବାନାର୍ଜୀଙ୍କ ଦଳରେ ବଡ଼ ବିଭାଜନ: ରିତବ୍ରତ ବାନାର୍ଜୀଙ୍କୁ ବିରୋଧୀ ଦଳ ନେତା ଭାବରେ ସ୍ୱୀକୃତି

June 3, 2026

୬୧ ବର୍ଷ ବୟସରେ ତୃତୀୟ ଥର ପାଇଁ ବିବାହ କରିବେ ଆମିର ଖାନ: ଜାଣନ୍ତୁ କେବେ ଆଉ କାହାକୁ?

June 3, 2026

ନ୍ୟୁଜିଲାଣ୍ଡ ଗସ୍ତରେ ତିନୋଟି ଫର୍ମାଟ୍ ଖେଳିବ ଟିମ୍ ଇଣ୍ଡିଆ: କାର୍ଯ୍ୟସୂଚୀ ଚୂଡ଼ାନ୍ତ କଲା BCCI 

June 3, 2026

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.