Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Dhamnagar Byelection: ବିଜେଡି ପ୍ରକାଶ କଲା ଚାଲିଶ ଜଣିଆ ଷ୍ଟାର ପ୍ରଚାରକ ତାଲିକା
ଆଜିର ଖବର

Dhamnagar Byelection: ବିଜେଡି ପ୍ରକାଶ କଲା ଚାଲିଶ ଜଣିଆ ଷ୍ଟାର ପ୍ରଚାରକ ତାଲିକା

October 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Dhamnagar Byelection: ବିଜେଡି ପ୍ରକାଶ କଲା ଚାଲିଶ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ଧାମନଗର ଉପନିର୍ବାଚନ ପାଇଁ ତାହାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏଥିରେ ମୋଟ 40 ଜଣ ଷ୍ଟାର ପ୍ରଚାରକ ଅଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥିବା ବେଳେ 2ୟରେ ପ୍ରଣବ ପ୍ରକାଶ ଦାସ ଅଛନ୍ତି।

ଆସନ୍ତା ନଭେମ୍ବର 3 ତାରିଖରେ ଧାମନଗର ଉପନିର୍ବାଚନ ହେବ। ଏଥିପାଇଁ ପ୍ରମୁଖ ତିନି ଦଳ ପ୍ରାର୍ଥୀପତ୍ର ଦାଖଲ କରିସାରିଛନ୍ତି। ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ରାଜେନ୍ଦ୍ର ଦାସ। ଏହି ଷ୍ଟାର ପ୍ରଚାରକ ତାଲିକା ବାହାରିବା ପରେ ବର୍ତ୍ତମାନ ମଇଦନ ଦୁଲୁକିବ।

ଧାମନଗର ଉପନିର୍ବାଚନ ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026

ଭିତରକନିକାରେ ଶେଷ ହେଲା ଦେଶୀୟ ପକ୍ଷୀ ଗଣନା: ୧ ଲକ୍ଷ ୩୨ ହଜାର ୨୭୯ ପକ୍ଷୀ ଚିହ୍ନଟ

September 11, 2026

ଖଡ଼ଗପୁର ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ଯୋଗୁଁ ଟ୍ରେନ ବାତିଲ୍

September 11, 2026

ସମ୍ ହସ୍ପିଟାଲ ପକ୍ଷରୁ କଲ୍‌ସ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

September 11, 2026
Latest News

ଟଙ୍କା ଫେରସ୍ତ ହେବା ସତ୍ତ୍ୱେ ବିଜୟ ମାଲ୍ୟାଙ୍କ ମାମଲା ବନ୍ଦ ହେବ ନାହିଁ?: କୋର୍ଟରେ ଇଡି ର ଗୁହାରୀ

September 11, 2026

ଭିତରକନିକାରେ ଶେଷ ହେଲା ଦେଶୀୟ ପକ୍ଷୀ ଗଣନା: ୧ ଲକ୍ଷ ୩୨ ହଜାର ୨୭୯ ପକ୍ଷୀ ଚିହ୍ନଟ

September 11, 2026

ଖଡ଼ଗପୁର ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ଯୋଗୁଁ ଟ୍ରେନ ବାତିଲ୍

September 11, 2026

“ବନ୍ଧୁ ବାଛିପାରିବେ, କିନ୍ତୁ ପଡ଼ୋଶୀ ନୁହେଁ”: ବ୍ରିକ୍ସ ସମ୍ମିଳନୀ ଉପରେ ସୁପ୍ରିୟା ସୁଲେଙ୍କ ପ୍ରତିକ୍ରିୟା

September 11, 2026

ଜରାଙ୍ଗେଙ୍କ ପ୍ରତିବାଦ ରୋକିବା ପାଇଁ ଆବେଦନ: ଗୁରୁତ୍ୱପୂର୍ଣ୍ଣ ରାୟ ଦେଲେ ହାଇକୋର୍ଟ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.