Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର ୨୨ରେ ବିସିସିଆାଇର ନିର୍ବାଚନ ନେଇ ସିଓଏର ନିଷ୍ପତ୍ତି
ଆଜିର ଖବର

ଅକ୍ଟୋବର ୨୨ରେ ବିସିସିଆାଇର ନିର୍ବାଚନ ନେଇ ସିଓଏର ନିଷ୍ପତ୍ତି

May 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
bcci election to tale place on october 22
bcci election to tale place on october 22

ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନିର୍ବାଚନ ଆସନ୍ତା ଅକ୍ଟୋବର ୨୨ ତାରିଖରେ ଅନୁଷ୍ଠିତ ହେବ । ଜାନୁୟାରୀରେ ସୁପ୍ରିମ୍‌କୋର୍ଟଙ୍କ ଦ୍ବାରା ନିଯୁକ୍ତ ହୋଇଥିବା ସିଓଏ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଲୋଧା କମିଟି ପକ୍ଷରୁ ପ୍ରସ୍ତାବିତ ସଂଶୋଧନ ପ୍ରସ୍ତାବ ଲାଗୁ କରାଯିବା ପରେ କୋର୍ଟଙ୍କ ପକ୍ଷରୁ ନିଯୁକ୍ତ ଆମିକସ୍‌ କ୍ୟୁରେ ପି ନରସିହ୍ମାଙ୍କ ସହିତ ଆଲୋଚନା କରାଯାଇଥିଲା । ସିଓଏ ଏବଂ ପି ନରସିହ୍ମାଙ୍କ ସହ ଆଲୋଚନା ପରେ ନିର୍ବାଚନ ତାରିଖ ସ୍ଥିର ହୋଇଥିଲା । ୩୦ଟି ରାଜ୍ୟ କ୍ରିକେଟ ସଂଘ ନିର୍ବାଚନ ପ୍ରକିୟାକୁ ବିରୋଧ କରିଥିଲେ ମଧ୍ୟ ଦୁଇ ବର୍ଷ ପରେ ସମସ୍ତ ସଂଘ ନିର୍ବାଚନ ପାଇଁ ରାଜି ହୋଇଛନ୍ତି । ସୁପ୍ରିମ୍‌କୋର୍ଟ ଜାନୁୟାରୀ ୧୭ରେ ବିସିସିଆଇ ମୁଖ୍ୟ ଅନୁରାଗ ଠାକୁରଙ୍କୁ ବହିଷ୍କାର କରିବା ପରଠାରୁ ଏହି ପଦ ଖାଲି ପଡିଛି । ବର୍ତ୍ତମାନ ବୋର୍ଡର ସମସ୍ତ ପରିଚାଳନାଗତ ନିଷ୍ପତ୍ତି ସିଓଏ ନେଉଛି । ଡାଏନା ଏଡୁଜୀ ଏବଂ ବିନୋଦ ରାୟ ସିଓଏର ସଦସ୍ୟ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସରକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଟାଙ୍ଗୀଙ୍କ ଆନୁକୁଲ୍ୟରେ ‘ମା ପାଇଁ ଗଛ ଟିଏ’ କାର୍ଯ୍ୟକ୍ରମ

September 18, 2025

ବିଶ୍ୱର କେଉଁ ଦେଶରେ ସବୁଠାରୁ ଅଧିକ ସୁନା ଅଛି, ଭାରତର ସ୍ଥିତି କ’ଣ?: ଜାଣନ୍ତୁ

September 18, 2025

ଦୋକାନରେ ଚା’ ପିଉଥିବା ବେଳେ ଆତର୍କିତ ଆକ୍ରମଣ: ଯୁବକ ଗୁରୁତର

September 18, 2025

ଦିଶା ପଟାନିଙ୍କ ଘରେ ଗୁଳି ଚଳାଇବା ମାମଲା: ଏନକାଉଣ୍ଟର ନିହତ ହେଲେ ଦୁଇ ଅଭିଯୁକ୍ତ

September 18, 2025
Latest News

ସରକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଟାଙ୍ଗୀଙ୍କ ଆନୁକୁଲ୍ୟରେ ‘ମା ପାଇଁ ଗଛ ଟିଏ’ କାର୍ଯ୍ୟକ୍ରମ

September 18, 2025

ବିଶ୍ୱର କେଉଁ ଦେଶରେ ସବୁଠାରୁ ଅଧିକ ସୁନା ଅଛି, ଭାରତର ସ୍ଥିତି କ’ଣ?: ଜାଣନ୍ତୁ

September 18, 2025

ଟ୍ରମ୍ପଙ୍କ ପାଇଁ ଖରାପ ଖବର!: ଏବେ ଭାରତ ସହିତ ମୁକ୍ତ ବାଣିଜ୍ୟ କରିବେ ଏହି ୨୭ ଟି ଦେଶ

September 18, 2025

ଦୋକାନରେ ଚା’ ପିଉଥିବା ବେଳେ ଆତର୍କିତ ଆକ୍ରମଣ: ଯୁବକ ଗୁରୁତର

September 18, 2025

ଦିଶା ପଟାନିଙ୍କ ଘରେ ଗୁଳି ଚଳାଇବା ମାମଲା: ଏନକାଉଣ୍ଟର ନିହତ ହେଲେ ଦୁଇ ଅଭିଯୁକ୍ତ

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.