ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୭୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବରଗଡ ଜିଲ୍ଲାରୁ- ୩
ବଲାଙ୍ଗୀରି ଜିଲ୍ଲାରୁ- ୨
କଟକ ଜିଲ୍ଲାରୁ- ୫
ଦେବଗଡ ଜିଲ୍ଲାରୁ- ୩
ଗଞ୍ଜାମ ଜିଲ୍ଲାରୁ- ୨
ଜଗତସିଂହପୁର ଜିଲ୍ଲାରୁ- ୨
ଝାରସୁଗୁଡା ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୬
କନ୍ଧମାଳ ଜିଲ୍ଲାରୁ- ୧
ଖୋର୍ଦ୍ଧା ଜିଲ୍ଲାରୁ- ୧୩
ମୟୂରଭଞ୍ଜ ଜିଲ୍ଲାରୁ- ୨
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୫
ପୁରୀ ଜିଲ୍ଲାରୁ- ୨
ସମ୍ବଲପୁର ଜିଲ୍ଲାରୁ- ୧୫
ସୁନ୍ଦରଗଡ ଜିଲ୍ଲାରୁ- ୧୨
ଷ୍ଟେଟ ପୁଲରୁ- ୩
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୩୧୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୪୪୦ ଏବଂ ବର୍ତ୍ତମାନ ୬୨୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।