ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୪୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵରରୁ ଜିଲ୍ଲାରୁ- ୧
ବରଗଡ ଜିଲ୍ଲାରୁ- ୧
ବଲାଙ୍ଗୀରି ଜିଲ୍ଲାରୁ- ୬
କଟକ ଜିଲ୍ଲାରୁ- ୩
ଦେବଗଡ ଜିଲ୍ଲାରୁ- ୧
ଯାଜପୁର ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୧
ଖୋର୍ଦ୍ଧା ଜିଲ୍ଲାରୁ- ୬
ନବରଙ୍ଗପୁର ଜିଲ୍ଲାରୁ- ୧
ନୟାଗଡ ଜିଲ୍ଲାରୁ- ୨
ନୂଆପଡା ଜିଲ୍ଲାରୁ- ୨
ପୁରୀ ଜିଲ୍ଲାରୁ- ୭
ସମ୍ବଲପୁର ଜିଲ୍ଲାରୁ- ୪
ସୋନପୁର ଜିଲ୍ଲାରୁ- ୧
ସୁନ୍ଦରଗଡ ଜିଲ୍ଲାରୁ- ୧୦
ଷ୍ଟେଟ ପୁଲରୁ- ୧
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୫୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୬୭୮ ଏବଂ ବର୍ତ୍ତମାନ ୫୭୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।