ରାଜ୍ୟରେ କମିଲା କରୋନା ସଂକ୍ରମଣ, ୬୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

Published: Oct 17, 2022, 10:24 am IST

ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୪୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵରରୁ ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ- ୩

ଦେବଗଡ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୭

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୦

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୫୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୬୭୮ ଏବଂ ବର୍ତ୍ତମାନ ୫୭୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts