Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକମାନଙ୍କୁ ଦିୱାଲୀ ଉପହାର, ଆଜି କିଷାନ ସମ୍ମାନ ନିଧିର ଦ୍ୱାଦଶ କିସ୍ତି ଜାରି କରିବେ ପିଏମ ମୋଦୀ
ଆଜିର ଖବର

କୃଷକମାନଙ୍କୁ ଦିୱାଲୀ ଉପହାର, ଆଜି କିଷାନ ସମ୍ମାନ ନିଧିର ଦ୍ୱାଦଶ କିସ୍ତି ଜାରି କରିବେ ପିଏମ ମୋଦୀ

October 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଧାନୀ ଦିଲ୍ଲୀର ଭାରତୀୟ କୃଷି ଅନୁସନ୍ଧାନ ପ୍ରତିଷ୍ଠାନରେ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ସମ୍ମିଳନୀ ୨୦୨୨’ ଉଦ୍ଘାଟନ କରିବେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ କିଷାନ୍ ସମ୍ମାନ ନିଧି ର ଅଧୀନରେ ଦ୍ୱାଦଶ କିସ୍ତି ରାଶି ୧୬ ହଜାର କୋଟି ଟଙ୍କା ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ଜାରି କରିବେ। ଏହି କାର୍ଯ୍ୟକ୍ରମକୁ ଦେଖିବା ପାଇଁ ୧୩ ହଜାର ୫୦୦ରୁ ଅଧିକ କୃଷକ ଏବଂ ଦେଶର ପ୍ରାୟ ୧୫୦୦ କୃଷି ଷ୍ଟାର୍ଟଅପ୍ ଏକତ୍ରିତ ହେବେ। କାର୍ଯ୍ୟକ୍ରମ ଅନୁଯାୟୀ, ସକାଳ ପ୍ରାୟ ୧୧.୩୦ ସମୟରେ କୃଷକଙ୍କ ଆକାଉଣ୍ଟକୁ ଟଙ୍କା ହସ୍ତାନ୍ତର କରାଯିବ।

ଏହି ଯୋଜନା ଅଧୀନରେ ଯୋଗ୍ୟ କୃଷକ ପରିବାରକୁ ପ୍ରତିବର୍ଷ ୨ ହଜାର ଟଙ୍କା ତିନିଟି କିସ୍ତିରେ ୬ ହଜାର ଟଙ୍କା ସାହାଯ୍ୟ ପ୍ରଦାନ କରାଯାଇଥାଏ। PM-KISAN ଅଧୀନରେ ଯୋଗ୍ୟ କୃଷକ ପରିବାର ଏପର୍ଯ୍ୟନ୍ତ ୨ ଲକ୍ଷ କୋଟି ଟଙ୍କାରୁ ଅଧିକ ଲାଭ ପାଇଛନ୍ତି।

କିଷାନ ସମ୍ମାନ ନିଧି କୃଷକ ଦିୱାଲୀ ଉପହାର ଦ୍ୱାଦଶ କିସ୍ତି ପିଏମ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.