Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ସଭାପତି ପଦବୀ ପାଇଁ ଓଡିଶାରେ ସରିଲା ମତଦାନ, ଜାଣନ୍ତୁ କେତେ ଜଣ ଦେଲେ ଭୋଟ
ଆଜିର ଖବର

କଂଗ୍ରେସ ସଭାପତି ପଦବୀ ପାଇଁ ଓଡିଶାରେ ସରିଲା ମତଦାନ, ଜାଣନ୍ତୁ କେତେ ଜଣ ଦେଲେ ଭୋଟ

October 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କଂଗ୍ରେସ ସଭାପତି ପଦବୀ ପାଇଁ ଓଡିଶାରେ ସରିଲା ମତଦାନ, ଜାଣନ୍ତୁ କେତେ ଜଣ ଦେଲେ ଭୋଟ

ଭୁବନେଶ୍ୱର: ଅଖିଳ ଭାରତ ଜାତୀୟ କଂଗ୍ରେସର ସଭାପତି ନିର୍ବାଚନ ପାଇଁ ଆଜି ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଭୋଟ ଦିଆଯାଇଥିଲା।  ପ୍ରଦେଶ କଂଗ୍ରେସର ୪୨୭ ପିସିସି ମେମ୍ବରଙ୍କ ମଧ୍ୟରୁ ୪୧୨ ଜଣ ଭୋଟ ଦେଇଥିଲେ । ଏହା ସହିତ ଓଡ଼ିଶା ପାଇଁ ନିଯୁକ୍ତ ପିଆରଓ ଏବଂ ଏପିଆରଓ ମଧ୍ୟ ତାଙ୍କର ଭୋଟ ଏଠି ଦେଇଥିଲେ । ଭୋଟଗ୍ରହଣ ସଂପୂର୍ଣ୍ଣ ଶାନ୍ତପୂର୍ଣ୍ଣ ଓ ସୁରୁଖରରେ ହୋଇଥିଲା ।

ପିଆରଓ ଶ୍ରୀଯୁକ୍ତ ନିରୋଜ ଡାଙ୍ଗି ସେଥିପାଇଁ ରାଜ୍ୟ କଂଗ୍ରେସ ସଭାପତିଙ୍କୁ ଓ ନିର୍ବାଚନରେ ସହଯୋଗ କରିଥିବା ସମସ୍ତ ନେତୃବର୍ଗଙ୍କୁ ଧନ୍ୟବାଦ ଦେଇଥିଲେ ।  ଭୋଟଗ୍ରହଣ ସମୟ ସରିବା ପରେ ପିଆରଓ, ଏପିଆରଓ ଉଭୟ ପ୍ରତିଦ୍ୱନ୍ଦିଙ୍କର ନିର୍ବାଚନ ପ୍ରତିନିଧିଙ୍କ ଉପସ୍ଥିତିରେ ଭୋଟବାକ୍ସକୁ ସିଲ କରାଗଲା ଏବଂ ଏହା  କେନ୍ଦ୍ରୀୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ପଠାଯାଇଛି।

ଓଡିଶା ପ୍ରଦେଶ କଂଗ୍ରେସ ଶରତ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026
Latest News

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.